Masthead

ଆଜି ମୋଦିଙ୍କ ମାରାଥନ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶେଷ ହେଇସାରିଛି ନିର୍ବାଚନ ପ୍ରଚାର । ଇଭିଏମରେ ସିଲ୍ ହେଇସାରିଛି ପ୍ରାର୍ଥୀଙ୍କ ଭାଗ୍ୟ । ଆଉ ପ୍ରଚାର ଅଭିଯାନ ଶେଷ ହେବା ପରେ ପୁଣିଥରେ ଆକ୍ସନ ମୋଡକୁ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୧୦୦ ଦିନର ଏଜେଣ୍ଡା ନେଇ ପ୍ରଧାନମନ୍ତ୍ରୀ କରିବେ ସମୀକ୍ଷା ବୈଠକ । ଆଜି ୭ଟି ପ୍ରସଙ୍ଗରେ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦି ।

ପ୍ରଥମେ ବାତ୍ୟା ପରବର୍ତ୍ତୀ ସ୍ଥିତି ପ୍ରସଙ୍ଗରେ ଆଲୋଚନା ହେବ । ଦେଶରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ନେଇ ଆଲୋଚନା ମଧ୍ୟ କରିବେ । ବିଶ୍ବ ପରିବେଶ ଦିବସ ପାଳନ ନେଇ ମଧ୍ୟ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ନୂଆ ସରକାରରେ ୧୦୦ ଦିନର ଏଜେଣ୍ଡା ଉପରେ ବୈଠକ ହେବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ