Masthead

ପୁରୀ ବ୍ଲାଷ୍ଟ: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ବାଣ ବିସ୍ଫୋରଣ ଘଟଣା ।  ଆଉ ୨ ଜଣଙ୍କର ମୃତ୍ୟୁ । ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି । ବର୍ତ୍ତମାନ ୧୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ । ପ୍ରେସ୍‌ ରିଲିଜ ଜରିଆରେ ସୂଚନା ଦେଲେ ଏସ୍‌ଆରସି । ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରୀ ଖେଳ ବେଳେ ହୋଇଥିଲା ବାଣ ବିସ୍ଫୋରଣ ।

ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଏହି ସମୟରେ ଦେବୀଘାଟ ନିକଟ ଦସତୁଠ ନିକଟରେ ବାଣ ବିସ୍ଫୋରଣ ହୋଇଥିଲା।ଏଥିଯୋଗୁ ନିଆଁ ହୁଳା ଉପସ୍ଥିତ ଲୋକଙ୍କ ଉପରେ ପଡ଼ିବାରୁ ସେମାନେ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଅନେକ ଲୋକ ଜୀବନ ବଞ୍ଚାଇବା ପାଇଁ ପାଣିକୁ ମଧ୍ୟ ଡେଇଁ ପଡିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା