Masthead

ଘରେ ପଶିଗଲା ଟ୍ରକ

କରଞ୍ଜିଆ, (ବଡ଼ ଖବର ବ୍ୟୁରୋ): ରାତି ଅଧରେ ଘର ଭିତରକୁ ପଶିଗଲା ୧୨ ଚକିଆ ହାଇୱା । ଅଳ୍ପକେ ବର୍ତ୍ତିଗଲା ୭ଜୀବନ । ଯଶୀପୁର ଥାନା ୨୨୦ ନମ୍ବର ଜାତୀୟ ରାଜପଥ ମାହାର୍ଦ୍ଦାପଳସା ଛକ ନିକଟରେ ଥିବା ଗଦାଧର ମହାନ୍ତିଙ୍କ ଘରେ ପିଟିହୋଇ ପଶିଗଲା ୧୨ ଚକିଆ ହାଏୱା। ଶୁକ୍ରବାର ବିଳମ୍ବିତ ରାତିରେ ଟ୍ରକଟି ଟାଟାରୁ କେନ୍ଦୁଝର ଜିଲ୍ଲା ଶୁଆକାଟିକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ଘର ଭିତରେ ପଶିଯାଇଥିଲା । ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି ଗଦାଧରଙ୍କ ପରିବାର । ଯଶୀପୁର ପୋଲିସ ପହଞ୍ଚି ଟ୍ରକକୁ ଜବତ କରି ତଦନ୍ତ ଜାରି ରଖିଛି। ଗଦାଧରଙ୍କୁ ସହାୟତା ଯୋଗାଇଦେବାକୁ ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ