Masthead

ବିଜେଡି ସମର୍ଥିତ ସରପଞ୍ଚଙ୍କ ଦବଙ୍ଗଗିରି

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ବ୍ଲକ ଖେରଙ୍ଗ ପଞ୍ଚାୟତରେ ଶନିବାର ରାତିରେ ଘଟିଯାଇଛି ରାଜନୈତିକ ହିଂସା । ଖେରଙ୍ଗ ବୁଥ ନିକଟରେ ଖେରଙ୍ଗ ସରପଞ୍ଚଙ୍କ ଜିତେନ୍ଦ୍ର ବିଶ୍ୱାଳଙ୍କ ଖଣ୍ଡା ଚୋଟରେ ବିଜେପି କର୍ମୀ ଟିକମ ମାଝୀ ଗୁରୁତର । ଆକ୍ରମଣ ପରେ ବୁଥ ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକ ଉଦ୍ଧାର କରିଥିଲେ । ପ୍ରଥମେ ତିହିଡି ମେଡିକାଲ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ଏନେଇ ରବିବାର ଦିନ ଟିକମ ମାଝୀଙ୍କ ବଡ଼ ଭାଇ କାଳନ୍ଦୀ ମାଝୀ ଚାନ୍ଦବାଲି ପୋଲିସ ଷ୍ଟେସନରେ ସରପଞ୍ଚ ଜିତେନ୍ଦ୍ର ବିଶ୍ୱାଳଙ୍କ ସମେତ ୨୧ଜଣଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇବା ପରେ ଚାନ୍ଦବାଲି ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରାଯାଇଛି । ଏହି ଘଟଣାରେ ଯଦି ପୋଲିସ ସମ୍ପୃକ୍ତ ଦୋଷୀଙ୍କୁ ୨୪ଘଣ୍ଟା ଭିତରେ ଗିରଫ ନକରେ ତେବେ ବିଜେପି ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଜିଲା କୃଷକ ମୋର୍ଚ୍ଚା ସଭାପତି ଅଶୋକ ରାଉଳ ଓ ବରିଷ୍ଠ ନେତା କାହ୍ନୁ ଚରଣ ବେହେରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ