Masthead

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା, ଆଉ ୫ ଗିରଫ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା । ଆଉ ୫ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ । ଗିରଫ ସଂଖ୍ୟା ୧୦କୁ ବୃଦ୍ଧି ହୋଇଛି । ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ହୋଇଥିଲା । ପ୍ରଚାର ସାରି ଫେରିବା ବେଳେ ଅଭିଳାଷଙ୍କୁ ଆକ୍ରମଣ ହୋଇଥିଲା କିଛି ଯୁବକ । ଏନେଇ ଥାନାରେ ଅଭିଯୋଗ ହୋଇଥିଲା । ପୋଲିସ ତଦନ୍ତ ଆରମ୍ଭ କରି ପ୍ରଥମେ ୫ ଜରଙ୍କୁ ଗିରଫ କରିଥିଲା । ଏବେ ଆଉ ୫ଜଣଙ୍କୁ ଗିରଫ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..