Masthead

ବିଜୟ ପୂର୍ବରୁ ଉତ୍ସବ ପାଳନର ପ୍ରସ୍ତୁତି!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏକଜିଟ ପୋଲ ପରେ ବିଜେପିର ମନୋବଳ ଅଧିକ ବୃଦ୍ଧି ପାଇଛି। ଯାହାକୁ ନେଇ ଉତ୍ସବ ମୁଡ଼ରେ ବିଜେପି । ଜୁନ୪ରେ ଏକଜିଟ ପୋଲ ଫଳାଫଳ ପରେ ଦଳ ବର୍ତ୍ତମାନ ଏକ ବଡ ଉତ୍ସବ ପାଇଁ ପ୍ରସ୍ତୁତ ହେବାକୁ ଯୋଜନା କରୁଛି। ଯଦି ୨୦୨୪ରେ ପ୍ରଧାନମନ୍ତ୍ରୀ ମୋଦି ଲୋକ ସଭା ନିର୍ବାଚନରେ ଜିତନ୍ତି ତେବେ ଏକ ଗ୍ରାଣ୍ଡ ରୋଡ ଶୋ’ ହେବ। ସୂତ୍ରରୁ ପ୍ରକାଶ ଯେ ମୋଦିଙ୍କ ଏହି ଗ୍ରାଣ୍ଡ ରୋଡ ଶୋ ଲୋକ କଲ୍ୟାଣ ମାର୍ଗରୁ ବିଜେପି କାର୍ଯ୍ୟାଳୟ ପର୍ଯ୍ୟନ୍ତ ୨-୩ ଲକ୍ଷ ଲୋକଙ୍କ ସହ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ