Masthead

ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ । ବିଧାନସଭା ଭଙ୍ଗ ନେଇ ସଂସଦୀୟ ବ୍ୟାପାର ବିଭାଗର ବିଜ୍ଞପ୍ତି । ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ ମଧ୍ୟ ସୁପାରିଶ କରିଥିଲା । ଆଜି ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆଜି ବସିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିଲା । ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ବୈଠକରେ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା