Masthead

ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ: NDA ଆଗରେ, ପଛରେ INDIA

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାଲିଛି ଲୋକସଭା ନିର୍ବାଚନର ଭୋଟ୍‌ ଗଣତି। ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ। ଚାଲିଛି ନେକ୍‌ ଟୁ ନେକ୍‌ ଫାଇଟ୍। ପ୍ରାରମ୍ଭିକ ଟ୍ରେଣ୍ଡରେ ଏନ୍‌ଡିଏ ଆଗରେ ରହିଛି। ସେହିପରି ଇଣ୍ଡିଆ ପଛରେ ରହିଛି। ବର୍ତ୍ତମାନ ସୁଦ୍ଧା ୨୭୪ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ୧୬୯ ଆସନରେ ଏନଡିଏ ଆଗରେ ରହିଛି । ସେହିପରି କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ୯୫ ଆସନରେ ଆଗରେ ରହିଛି । ସେପଟେ ଅନ୍ୟ ୧୦ଟି ସିଟରେ ଆଗରେ ରହିଛନ୍ତି । ସେପଟେ ଓଡିଶା ବିଧାନସଭାରେ ଗୋଟିଏ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଛି । ଯେଉଁଥିରେ ବିଜେଡି ଆଗୁଆ ରହିଛି । ସେହିପରି ପୋଷ୍ଟାଲ ବାଲାଟ୍ ଗଣତିରେ ପୁରୀରେ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା