Masthead

ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଓ ପ୍ରଦୀପ ପୁରୋହିତ ଆଗୁଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ ଗଣତି ଆରମ୍ଭ ହୋଇଥିବା ବେଳେ ପୁରୀ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଆଗୁଆ ରହିଛନ୍ତି । ଏହି ଆସନ ନିମନ୍ତେ ବିଜେଡି ତରଫରୁ ସୁନୀଲ ମହାନ୍ତି ଓ କଂଗ୍ରେସ ତରଫରୁ ଉମା ବଲ୍ଲଭ ରଥ ମଇଦାନରେ ଅଛନ୍ତି । ଭୁବନେଶ୍ୱର ମଧ୍ୟ ଆସନରେ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଆଗୁଆ ଅଛନ୍ତି । ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଆଗୁଆ ଅଛନ୍ତି । ତାଙ୍କର ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସହ କଡ଼ା ଟକ୍କର ହେଉଛି । ସେହିପରି ବରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଥିବା ବେଳେ ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡିର ଦୀପାଳି ଦାସ ଆଗୁଆ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!