Masthead

ମୋଦି-ଶାହ, ରାହୁଲ ଗାନ୍ଧି ଆଗୁଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନର ଆରମ୍ଭ ହୋଇଯାଇଛି ଗଣତି । ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି । ସେହିପରି ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍‌ରେ ଆଗୁଆ ଅଛନ୍ତି । ସେହିପରି ସ୍ମୃତି ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରେ ଆଗୁଆ ଅଛନ୍ତି । ସେ ୩୦୦୦ ଭୋଟ୍‌ରେ ଆଗୁଆ ଅଛନ୍ତି ।ତେବେ ପ୍ରାରମ୍ଭିକ ଟ୍ରେଣ୍ଡରେ କେରଳର ଓ୍ୱାୟନାଡ ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଗୁଆ ଏବଂ ଉତ୍ତର ପ୍ରଦେଶର ରାୟବରେଲି ଆସନରୁ ମଧ୍ୟ ରାହୁଲ ଅଗୁଆ ଥିବା ସୂଚନା ମିଳିଛି । ଉତ୍ତରପ୍ରଦେଶରେ ଏନ୍‌ଡିଏ ୪୨ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୩୨ଟି ଆସନରେ ଆଗୁଆ ଥିବା ସୂଚନା ମିଳିଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ