Masthead

ତାମିଲନାଡୁରେ ଆଗେଇ ଚାଲିଛି DMK

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତାମିଲନାଡୁରେ ୩୯ ଲୋକସଭା ଆସନ ପାଇଁ ଆଜି ଚାଲିଛି ଭୋଟ୍ ଗଣତି । ପ୍ରାଥମିକ ଫଳାଫଳ ରିପୋର୍ଟ ଅନୁସାରେ,୧୯ଟି ସଂସଦୀୟ କ୍ଷେତ୍ରରୁ ଆଗରେ ରହିଛି ଡିଏମକେ । ସେହିପରି କଂଗ୍ରେସ ୭ଟି ଆସନରେ ଆଗୁଆ ରହିଛି । ତିରୁନେଲଭେଲି, ମୟିଲାଦୁଥୁରାଇ, କୁଡ୍ଡାଲୋର, ବିରୁଧୁନଗର, ଶିବଗଙ୍ଗା, କରୁର, ତିରୁଭାଲୁର ସଂସଦୀୟ କ୍ଷେତ୍ରରେ କଂଗ୍ରେସ ପ୍ରାର୍ଥୀ ଆଗରେ ଅଛନ୍ତି । ପ୍ରଥମ ଫେଜ୍ ଗଣତି ସୁଦ୍ଧା ବିଜେପି ରାଜ୍ୟ ସଭାପତି କେ ଆନ୍ନାମଲାଇ ପଛରେ ରହିଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ