Masthead

ଆଜି ଶ୍ରୀଜିଉଙ୍କ ବନକଲାଗି, ସାଢେ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ସାଢେ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ । ଦ୍ଵିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୭ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଦତ୍ତ ମହାପାତ୍ର ସେବକ ମାନେ ବିଭିନ୍ନ ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବେ। ଦ୍ଵିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଭିତରୁ ଜୟ ବିଜୟ ଦ୍ଵାର ବନ୍ଦ କରାଯିବ।

ଠାକୁରଙ୍କୁ ମଇଲମ କରାଯିବା ସହ ପହୁଡ ଆଳତି କରାଯିବ। ବନକଲାଗି ନୀତି ସରିବା ପରେ ଶ୍ରୀଜିଉଙ୍କୁ ମହାସ୍ନାନ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି , ବଡ ସିଂହାର ବେଶ , ବଡ ସିଂହାର ଭୋଗ ଏବଂ ରାତ୍ର ପହୁଡ କରାଯିବ। ବନକ ଲାଗି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଲୋକ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ