Masthead

ମାଆଙ୍କ ରେକର୍ଡ ଭାଙ୍ଗିଲେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୋନିଆ ଗାନ୍ଧିଙ୍କର ୨୦୧୯ ମସିହାର ରେକର୍ଡକୁ ପୁଅ ରାହୁଲ ଗାନ୍ଧି । ଉତ୍ତରପ୍ରଦେଶର ରାୟବରେଲି ଲୋକସଭା ଆସନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି ରାହୁଲ । ସୋନିଆଙ୍କ ବିଜୟ ବ୍ୟବଧାନ ହାରକୁ ସେ ଟପି ଯାଇଛନ୍ତି ରାହୁଲ । ରାହୁଲ ତାଙ୍କ ବିଜେପି ପ୍ରତିଦ୍ୱନ୍ଦ୍ୱୀ ଦିନେଶ ପ୍ରତାପ ସିଂହଙ୍କୁ ୩ ଲକ୍ଷ ୯୦ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଛନ୍ତି ।

ଅନ୍ୟପକ୍ଷେ ୨୦୦୪ ମସିହାରୁ ରାୟବରେଲିରୁ ଲୋକସଭାକୁ ପ୍ରତିନିଧିତ୍ୱ କରିଥିବା ସୋନିଆ ୨୦୧୯ ନିର୍ବାଚନରେ ଦିନେଶ ପ୍ରତାପ ସିଂହଙ୍କଠାରୁ ୧.୬୭ ଲକ୍ଷ ଭୋଟ୍ ବ୍ୟବଧାନରେ ଜିତିଥିଲେ। ତେବେ ଚଳିତ ଥର ସୋନିଆ ଲୋକସଭା ନିର୍ବାଚନରୁ ଦୂରେଇ ଯାଇ ରାଜ୍ୟସଭା ଯିବାପରେ ରାହୁଲ ଗାନ୍ଧି ରାୟବରେଲିରୁ ପ୍ରାର୍ଥୀ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ