Masthead

ମୁଖ୍ୟମନ୍ତ୍ରୀ ପଦରୁ ବିଦାୟ ନେବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବିଜେପି ସ୍ପଷ୍ଟ ବହୁମତ ଆଣିବା ପରେ ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦରେ ୨୪ ବର୍ଷ ରହିବା ପରେ ଆଜି ଇସ୍ତଫା ଦେବେ ବିଜେଡି ସୁପ୍ରିମୋ । ପୂର୍ବାହ୍ନ ୧୧.୩୫ରେ ସେ ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଆସନରୁ ଇସ୍ତଫା ଦେବେ ।

୧୧.୩୦ରେ ନବୀନ ନିବାସରୁ ବାହାରି ରାଜଭବନରେ ପହଞ୍ଚିବେ । ଏବଂ ଏହାପରେ ୨୪ ବର୍ଷରୁ ସୁଚାରୂ ରୂପରେ ତୁଲାଇଥିବା ଏକ ବଡ଼ ଦାୟିତ୍ୱରୁ ଇସ୍ତଫା ପ୍ରଦାନ କରିବେ । ୨୦୨୪ ନିର୍ବାଚନରେ ପରାସ୍ତ ହେବା ପରେ ଆଜି ଏହି ଦାୟିତ୍ୱରୁ ସେ ବିଦାୟ ନେବାକୁ ଯାଉଛନ୍ତି । ଏହାପରେ ଓଡ଼ିଶାରେ ଗଠନ ହେବ ଏକ ନୂଆ ସରକାର । ତେବେ ଏହାପରେ କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଚର୍ଚ୍ଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା