Masthead

ବିଜୟ ଶ୍ରେୟ କେବଳ ଓଡିଶାବାସୀଙ୍କୁ ମିଳିବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୋଦିଙ୍କ ଅପିଲକୁ ବିଶ୍ୱାସ କରି ବିଜେପିକୁ ଭରସିଛନ୍ତି ଓଡ଼ିଶାବାସୀ । ଓଡ଼ିଶାରେ ବିଜେପିର ବିପୁଳ ବିଜୟ ହୋଇଛି । ବିଜୟ ପରେ ଦିଲ୍ଲୀ ଗସ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦିଲ୍ଲୀରେ ପହଁଚିବା ପରେ ପ୍ରତିକ୍ରିୟା ରଖିଛନ୍ତି ଧର୍ମେନ୍ଦ୍ର ।

କହିଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ଓଡ଼ିଶାବାସୀ ଆମ ଉପରେ କୃପା କରିଛନ୍ତି । ୨୧ଟି ଲୋକସଭା ଆସନ ଭିତରୁ ୨୦ଟି ଆସନରେ ବିଜୟୀ ହୋଇଛି ବିଜେପି । ଏହି ବିଜୟ ଶ୍ରେୟ କେବଳ ଓଡିଶାବାସୀଙ୍କୁ ମିଳିବ । ରାଜ୍ୟରେ ସ୍ପଷ୍ଟ ବହୁମତ ମିଳିଥିବା ବେଳେ, ବିଜେପି ସରକାର ଗଢିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼