Masthead

ତୃତୀୟ ଥର ପାଇଁ ଜୁନ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୃତୀୟ ଥର ପାଇଁ ଜୁନ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଜୁନ୍ ୮ ତାରିଖ ସନ୍ଧ୍ୟାରେ ହୋଇପାରେ । ଶପଥ ଗ୍ରହଣ ଉତ୍ସବ ପାଇଁ ଏବେ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହେଲାଣି । ସେହିପରି ନୂଆ ମନ୍ତ୍ରିମଣ୍ଡଳକୁ ନେଇ ମଧ୍ୟ ବିଜେପିର ସହଯୋଗୀ ଦଳମାନଙ୍କ ସହ ଘନଘନ ଆଲୋଚନା ଓ ବୈଠକ ଜାରି ରହିଛି ।

ଆସନ୍ତା ୨-୩ ଦିନ ମଧ୍ୟରେ ନାଁ ଚୁଡ଼ାନ୍ତ ହେବ ବୋଲି ଚର୍ଚ୍ଚା ହେଉଛି । ୮ ତାରିଖରେ ହୋଇପାରେ ଶପଥ ଗ୍ରହଣ ଉତ୍ସବ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍‌ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀସ୍ଥିତ ଦଳ ମୁଖ୍ୟାଳୟରେ ଦେଶର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି