Masthead

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କୁ ଦେଲେ ଇସ୍ତଫା ପତ୍ର । ମୋଦିଙ୍କ ଇସ୍ତଫା ପତ୍ରଗ୍ରହଣ କଲେ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଇସ୍ତଫା ପତ୍ର ଦେଇଛନ୍ତି ନରେନ୍ଦ୍ର ମୋଦି । ନିର୍ବାଚନ ୨୦୨୪ର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି । ନିର୍ବାଚନରେ ଭାରତୀୟ ଜନତା ପାର୍ଟି ୨୪୦ ଟି ଆସନ ରେ ବିଜୟୀ ହୋଇ ସଂଖ୍ୟାଗରିଷ୍ଠତା ଠାରୁ ଦୂରରେ ଥିଲେ ବି ଏନଡିଏ ୨୯୨ ଟି ଆସନ ସହ ସରକାର ଗଠନ କରିବାକୁ ଦାବିଦାର ହୋଇଛି । ଜନାଦେଶ ଆସିବା ପରେ ମୋଦୀ ଜୁନ୍ ୮ ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ