Masthead

ନିର୍ବାଚନ ହାରିବା ପରେ ଆସିଲା ସ୍ମୃତି ଇରାନୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନର ଫଳାଫଳ ଘୋଷଣା କରା ଯାଇଥିଲା।  ଅମେଠିରୁ ନିର୍ବାଚନ ଲଢୁଥିବା ସ୍ମୃତି ଇରାନୀ ହାରିବା ଖବର ଅସିଥିଲା ଥିଲା । ୫ବର୍ଷ ତଳେ ସେ ରାହୁଲ ଗାନ୍ଧୀଙ୍କୁ ହରାଇଥିବା ବେଳେ ଏଥର ସେ ନିଜ ପ୍ରତିଦ୍ବନ୍ଦ୍ବୀଙ୍କଠାରୁ ହାରିଛନ୍ତି ସ୍ମୃତି ଇରାନୀ । ଏହାପରେ ଏକ୍ସରେ ଏକ ପୋଷ୍ଟ କରି ନିଜର ପ୍ରତିକ୍ରିୟା ରଖିଛନ୍ତି , ସେ ଲେଖିଛନ୍ତି, “ଏଇତ ଜୀବନ , ମୋ ଜୀବନର ଏକ ଦଶନ୍ଧି ଗୋଟିଏ ଗାଁରୁ ଅନ୍ୟ ଗାଁକୁ ଯିବା, ଜୀବନ ଗଢ଼ିବା, ଆଶା ଏବଂ ଆକାଂକ୍ଷା ପ୍ରତିପାଦନ କରିବା, ସଡକ, ମେଡିକାଲ୍ କଲେଜ ଏବଂ ଅନ୍ୟ ଭିତ୍ତିଭୂମିର ସ୍ଥାପନ କରିବାରେ ଲଗାଇଥିଲି । ଏହାସହ ସବୁ ବେଳେ ତାଙ୍କ ସହ ଛିଡା ହୋଇଥିବା ଲୋକଙ୍କୁ ସେ ଧନ୍ୟବାଦ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା