Masthead

କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧୀ ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ରାଓଜ ଏଭିନ୍ୟୁ କୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧୀ ବୃଦ୍ଧି କରିଛନ୍ତି । କେଜ୍ରିୱାଲଙ୍କ ତରଫରୁ ଅନ୍ତରୀଣ ଜାମିନ ପାଇଁ କରାଯାଇଥିବା ଆବେଦନକୁ ଖାରଜ କରିଛନ୍ତି କୋର୍ଟ ।

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କୋର୍ଟ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧିକୁ ଜୁନ ୧୯ ତାରିଖ ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି । କେଜ୍ରିୱାଲ ମେଡିକାଲ ଗ୍ରାଉଣ୍ଡରେ ଆଉ ୭ ଦିନ ପାଇଁ ଅନ୍ତରୀଣ ଜାମିନ ମାଗିଥିଲେ ବି କୋର୍ଟ ଏହାକୁ ଖାରଜ କରିଦେଇଛନ୍ତି । କୋର୍ଟ ମେଡିକାଲ ଟିମକୁ କେଜ୍ରିୱାଲଙ୍କ ସ୍ୱାସ୍ଥ୍ୟ ବାବଦରେ ଯାଂଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ