Masthead

୯ ସୁଦ୍ଧା ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩ରୁ ୪ ଦିନ ଭିତରେ ରାଜ୍ୟରେ ମୌସୁମୀ ବର୍ଷା ହେବ । ୯ ତାରିଖ ସୁଦ୍ଧା ମୌସୁମୀ ଦକ୍ଷିଣ ଓଡ଼ିଶା ଛୁଇଁବ। ୯ ବା ୧୦ ତାରିଖରେ ମୌସୁମୀ ବର୍ଷା ହେବ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଉତ୍ତର ଓଡ଼ିଶାରେ ସାମାନ୍ୟ ତାତି ରହିବ । ୧୨ ଓ ୧୩ ତାରିଖ ବେଳକୁ ପଶ୍ଚିମ ଓଡ଼ିଶାରେ ତାତି ପୁଣି ବଢ଼ିବ । କିଛି ସ୍ଥାନରେ ୪୫ ଡିଗ୍ରୀ ଟପିପାରେ ।

ଆସନ୍ତା ୩ରୁ ୪ ଦିନ ଭିତରେ ମୌସୁମୀ ଓଡ଼ିଶା ଆସିବା ପାଇଁ ପାଗ ଅନୁକୂଳ ଅଛି ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି । ସେପଟେ ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି । ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ । ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍ । ଅନ୍ୟପଟେ ଚଳିତ ଗ୍ରୀଷ୍ମରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତରେ ଗଲାଣି ୩୬ ଜଣଙ୍କ ଜୀବନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ