Masthead

ନମ୍ବର ଗେମ୍‌ ତ ଚାଲିବ… : ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବୁଧବାର ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କୁ ଇସ୍ତଫାପତ୍ର ପ୍ରଦାନ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ତିମ କ୍ୟାବିନେଟ ବୈଠକରେ ନିର୍ବାଚନ ଫଳାଫଳକୁ ନେଇ ଆଲୋଚନା କରିଛନ୍ତି। ସେ କହିଛନ୍ତି, ହାରିବା, ଜିତିବା ରାଜନୀତିର ଏକ ଅଙ୍ଗ। ନମ୍ବର ଗେମ୍‌ ତ ଚାଲିଥାଏ। ମନ୍ତ୍ରୀ ପରିଷଦର ସହଯୋଗୀମାନେ ୧୦ ବର୍ଷ ଧରି ଭଲ କାମ କରିଛନ୍ତି। ଆଗକୁ ମଧ୍ୟ କାମ କରିବୁ।

ଆମେ କ୍ଷମତା, ସଂଗଠନ, ପ୍ରତି ସ୍ଥାନରେ ଦେଶବାସୀଙ୍କ ଆଶାକୁ ପୂରଣ କରିଛୁ। ଆଗକୁ ମଧ୍ୟ କରିବୁ। ଆପଣ ସମସ୍ତେ ଭଲ କାମ କରିଛନ୍ତି, କଠିନ ପରିଶ୍ରମ କରିଛନ୍ତି ବୋଲି କହିବା ସହ ମୋଦି ସମସ୍ତଙ୍କ ମନୋବଦଳ ବଢ଼ାଇ ଧନ୍ୟବାଦ ଜଣାଇଛନ୍ତି। ଅନ୍ତିମ ଫଳାଫଳରେ ଏନଡିଏକୁ ୨୯୨ ଆସନ ମିଳିଛି। ‘ଇଣ୍ଡିଆ’ ମେଣ୍ଟକୁ ୨୩୪ ଆସନ ମିଳିଛି। ଅନ୍ୟ ଦଳଗୁଡ଼ିକ ୧୭ ଆସନ ଜିତିଛନ୍ତି। ବିଜେପି ୨୪୦ ଓ କଂଗ୍ରେସକୁ ୯୯ ଆସନ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼