Masthead

ଜୁନ୍ ୯ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୯ ତାରିଖରେ ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ଏନେଇ ଏକ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି । ପୂର୍ବରୁ ଜୁନ୍ ୮ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ଶପଥ ନେବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ ଏପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ମୋଦୀ କେବେ ଶପଥ ନେବେ ସେନେଇ ବିଧିବଦ୍ଧ ଭାବେ କୌଣସି ସୂଚନା ମିଳିନାହିଁ

ଚଳିତ ନିର୍ବାଚନରେ ବିଜେପି ୨୪୦ ଆସନ ହାତେଇଛି । ଅନ୍ୟପଟେ ସହଯୋଗୀ ଦଳକୁ ମିଶାଇ ଏନଡିଏ ମ୍ୟାଜିକ ନମ୍ବର ପାର କରୁଛି । ନୀତିଶ କୁମାର ଓ ଚନ୍ଦ୍ରବାବୁ ନାଇଡୁଙ୍କ ସମର୍ଥନ ପରେ ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ରରେ ଏନଡିଏ ସରକାର କରିବ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ