Masthead

କେନ୍ଦ୍ରରେ ସରକାର ଗଢିବାରେ ଚନ୍ଦ୍ରବାବୁଙ୍କ ପ୍ରମୁଖ ଭୂମିକା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ସରକାର ଗଢିବା ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଏନଡିଏର ପ୍ରମୁଖ ସହଯୋଗ ଏନ ଚନ୍ଦ୍ରବାବୁ ନାଇଡୁ କେନ୍ଦ୍ରରେ ହେବାକୁ ଥିବା ସରକାର ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିବ । ବୁଧବାର ଏନଡିଏ ବୈଠକରେ ଯୋଗ ଦେଇଥିବା ଚନ୍ଦ୍ରବାବୁ ନାଇଡୁଙ୍କୁ ଡିଏମକେ ସୁପ୍ରିମୋ ଷ୍ଟାଲିନ ଏୟାରପୋର୍ଟରେ ଭେଟିଥିଲେ ।

 

ଏହାପରେ ସେ ଏକ୍ସରେ ଫଟୋ ପୋଷ୍ଟ କରି କହିଛନ୍ତି “ଥଲାଇବର କଲାଇଙ୍ଗର(କରୁଣାନିଧି)ଙ୍କ ଦୀର୍ଘକାଳୀନ ବନ୍ଧୁ ଚନ୍ଦ୍ରବାବୁ ନାଇଡୁ ଗାରୁଙ୍କୁ ଭେଟିଛି । ମୁଁ ତାଙ୍କ ମୋର ଶୁଭେଚ୍ଛା ଜଣାଇଛି ଓ ଆଶା ରଖିଛି ଯେ ତାମିଲନାଡୁ ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ଥିବା ଭାଇଚାରକୁ ସେ ଅଧିକ ସଶକ୍ତ କରିବେ । ନାଇଡୁ ଗତକାଲି ଏନଡିଏ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଯାଇଥିବା ବେଳେ ଷ୍ଟାଲିନ ଇଣ୍ତିଆ ବ୍ଲକ ମିଟିଂ ପାଇଁ ଦିଲ୍ଲୀ ଯାଇଥିଲେ। ଏହି ସମୟରେ ଉଭୟଙ୍କ ଭେଟଘାଟ ହୋଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା