ସଚିବାଳୟରୁ ଫାଇଲ ନେଲେ, କ୍ୟାମେରା ଫୁଟେଜ ଡିଲିଟ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସେବା ଭବନରୁ ବୋହିନେଲେ ଫାଇଲ । ସିସିଟିଭି କ୍ୟାମେରାରୁ ଉଡ଼ାଇ ଦେଲେ ଫୁଟେଜ! ଲୋକସଭା ଭବନ, ଖାରବେଳ ଭବନ ତଥ୍ୟ ଉଭାନ । କୃଷି ଭବନ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ତଥ୍ୟ ଉଭାନ ! ଅନେକ ଫାଇଲ ବାହାରକୁ ନିଆଯାଇଥିବା ସୂଚନା । ଫାଇଲ ବାହାରକୁ ଯିବା ପଛର କାରଣ କ’ଣ? । କିଛି ତଥ୍ୟ ଲୁଚାଇବାକୁ ପ୍ରୟାସ ନୁହେଁ ତ? । ସିସି କ୍ୟାମେରାରୁ ଫୁଟେଜ ଡିଲିଟ କରାଯାଇଥିବା ଚର୍ଚ୍ଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!