Masthead

ଅସଲ ଖଳନାୟକ ହେଉଛନ୍ତି ଦେବେନ୍ଦ୍ର ଫଡନବୀସ : ସଂଜୟ ରାଉତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଅସଲ ଖଳନାୟକ ହେଉଛନ୍ତି ଦେବେନ୍ଦ୍ର ଫଡନବୀସ ଏଭଳି ପ୍ରତିକ୍ରିୟା ରଖିଲେ ସଂଜୟ ରାଉତ । ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଟାର୍ଗେଟ କରିଛନ୍ତି । ଫଡନାଭିସ ଉପମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର ଗୋଟିଏ ଦିନ ପରେ ରାଉତ ଏହି ବୟାନ ଦେଇଛନ୍ତି ।ସଞ୍ଜୟ ରାଉତ ଆହୁରି ମଧ୍ୟ କହିଛନ୍ତି ଯେ ଯଦି ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ଜୋରଜବରଦସ୍ତ ପ୍ରଧାନମନ୍ତ୍ରୀ ହେବାକୁ ଚେଷ୍ଟା କରନ୍ତି, ତେବେ ତାଙ୍କ ସରକାର ଅଧିକ ଦିନ ଚାଲିବ ନାହିଁ ।

ସୂଚନା ଅନୁସାରେ ଲୋକସଭା ନିର୍ବାଚନରେ ରାଜ୍ୟରେ ବିଜେପିର ଲୋକସଭା ଆସନ ସଂଖ୍ୟା ୨୩ରୁ ୯କୁ ଖସି ଆସିବା ପରେ ଫଡନାଭିସ ପରାଜୟର ଦାୟିତ୍ୱ ନେଇ ଇସ୍ତଫା ଦେବାକୁ ପ୍ରସ୍ତାବ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ