Masthead

ଧର୍ମଶାଳାରେ ସଧାରଣ ଆରମ୍ଭ ହେବ ଲୋକଙ୍କ ଶାସନ: ହିମାଂଶୁ ଶେଖର

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଧର୍ମଶାଳାରେ ଏବେ ସଧାରଣ ଲୋକଙ୍କ ଶାସନ ଚାଲିବ। ମଫିଆ ଶାସନରେ ଅତିଷ୍ଠ ହୋଇ ଲୋକେ ମୋତେ ବାଛିଛନ୍ତି। ତେଣୁ ସେମାନଙ୍କ ପାଇଁ ମୁଁ ସମର୍ପିତ ବୋଲି କହିଛନ୍ତି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ । ଏକ ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି ସଧାରଣ ଗରିବ ନିଷ୍ପେସିତ ଅସହାୟ ଲୋକଙ୍କ ସେବା କରୁଥିବା ବେଳେ ମୋତେ ବାଧା ଦିଆ ଯାଇଥିଲା।

ରାଜନୀତିକୁ ସେମାନଙ୍କ ପାଇଁ ଆସିଛି। ଏଠି ମାଫିଆଙ୍କ ସ୍ଥାନ ନାହିଁ। ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ସଧାରଣ ଲୋକଙ୍କ ଉଦ୍ଦେଶ୍ୟରେ ଏ ଭଳି କିଛି କହି ମାଫିଆଙ୍କୁ ଚେତାବନୀ ଦେଇଛନ୍ତି। ଧର୍ମଶାଳାରେ ଏକ ସୁଶାସନ ପ୍ରତିଷ୍ଠା କରିବା ସହିତ ନୂଆ ଧର୍ମଶାଳା ମୋର ଆଭିମୁଖ୍ୟ ବୋଲି କହିଛନ୍ତି ହିଂମାଶୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ