Masthead

ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ । ନାଁ ଘୋଷଣା କରିପାରେ ବିଜେପି । କିଏ ହେବ ମୁଖ୍ୟମନ୍ତ୍ରୀ ଏବେ ବି ଲାଗି ରହିଛି ସସପେନ୍ସ । ସେପଟେ ପାଟିରୁ ଗଲା ବିଧାୟକମାନଙ୍କୁ ନିର୍ଦ୍ଦେଶ। ରାଜଧାନୀରେ ଆସି ପହଞ୍ଚିବାକୁ ଦିଆଗଲା ନିର୍ଦ୍ଦେଶ।

କୌଣସି ମୁହୂର୍ତ୍ତରେ ଆସିପାରେ ବଡ଼ ନିଷ୍ପତ୍ତି। ଓଡ଼ିଶାକୁ ନେଇ ଦିଲ୍ଲୀରେ ଚାଲିଛି ମାନସ ମନ୍ଥନ। ମୁଖ୍ୟମନ୍ତ୍ରୀଙ୍କ ମୋଦୀଙ୍କ ଡେଡ୍ ଲାଇନ୍ ଗୋଟେ ଦିନ ବିତି ଯାଇଥିବାରୁ ଆଉ ବିଳମ୍ବ କରିବାକୁ ଚାହୁଁନି ବିଜେପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା