Masthead

NDAର ନେତା ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏନଡିଏର ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦୀ । ଦିଲ୍ଲୀରେ ଏନ୍‌ଡିଏର ସଂସଦୀୟ ଦଳ ବୈଠକ ଚାଲିଥିଲା । ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ରେ ବୈଠକ ଚାଲିଥିଲା । ଏନ୍‌ଡିଏ ଅଂଶୀଦାର ନେତା ଓ ସାଂସଦ ସାମିଲ ଯେଉଁଥିରେ ନରେନ୍ଦ୍ର ମୋଦୀଙ୍କୁ ଏନଡିଏ ମେଣ୍ଟର ନେତା ନିର୍ବାଚିତ କରାଯାଇଛି ।

ତେବେ ରାଜନାଥ ସିଂହ ଦଳର ବୈଠକରେ ଏହି ପ୍ରସ୍ତାବ ରଖିଥିଲେ । ଯାହାକି ସର୍ବସମ୍ମତି କ୍ରମେ ପାସ୍ ହେଇଥିଲା । ଏହି ସଂସଦୀୟ ଦଳ ବୈଠକରେ ବିଜେପିର ନବ ନିର୍ବାଚିତ ସାଂସଦଙ୍କ ସହିତ ଏନଡିଏରେ ସାମିଲ ଥିବା ବିଭିନ୍ନ ଦଳର ନେତା ସାମିଲ ଥିଲେ । ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ