Masthead

ଏନ୍‌ଡିଏ ହେଉଛି ସବୁଠାରୁ ସଫଳ ଆଲାଏନ୍ସ: ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏନ୍‌ଡିଏ ନେତା ନିର୍ବାଚିତ ପରେ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ସର୍ବସମ୍ମତି କ୍ରମେ ମୋତେ ବାଛି ନୂଆ ଦାୟିତ୍ବ ଦେଇଛନ୍ତି । ଏଥିପାଇଁ ମୁଁ ଆପଣମାନଙ୍କ ପାଖରେ କୃତଜ୍ଞ । ଏନ୍‌ଡିଏ ଭଳି ଅନ୍ୟ କୌଣସି ପ୍ରି-ପୋଲ୍‌ ଆଲାଏନ୍ସ ସଫଳ ହୋଇନି । ଏନ୍‌ଡିଏ ହେଉଛି ସବୁଠାରୁ ସଫଳ ଆଲାଏନ୍ସ । ୩୦ ବର୍ଷ ହେଲାଣି ଏକ ଅର୍ଗାନିକ ଆଲାଏନ୍ସ ପାଲଟିଛି ଏନ୍‌ଡିଏ । ଏନ୍‌ଡିଏ କଥା କହିଲା କ୍ଷଣି, ଛାଁକୁ ଛାଁ ଗୁଡ୍‌ ଗଭର୍ଣ୍ଣାନ୍ସ ମନକୁ ଆସିଯାଏ । ଗରିବ କଲ୍ୟାଣ ଏନ୍‌ଡିଏ ଶାସନର କେନ୍ଦ୍ରସ୍ଥଳ ପାଲଟିଛି । ଆଗାମୀ ୧୦ ବର୍ଷରେ ଗୁଡ୍‌ ଗଭର୍ଣ୍ଣାନ୍ସ, ବିକାଶର ନୂଆ ଅଧ୍ୟାୟ ଲେଖାଯିବ । ସମସ୍ତେ ମିଶି ବିକଶିତ ଭାରତ ସ୍ବପ୍ନକୁ ସାକାର କରିକି ହିଁ ରହିବା । ସଂସଦରେ ଯେକୌଣସି ଦଳର ସାଂସଦ ମୋ ପାଇଁ ସମାନ । ମୋ ପାଖରେ ନିଜ, ପର ଭେଦଭାବ ନାହିଁ, ସମସ୍ତେ ସମାନ ।

ସେପେଟ ଓଡ଼ିଶା ଫଳାଫଳକୁ ନେଇ ବଡ଼ ମନ୍ତବ୍ୟ ଦେଲେ ପ୍ରଧାନମନ୍ତ୍ରୀ । ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ଗରିବଙ୍କ ଦେବତା ‘ଓଡ଼ିଶାର ଫଳାଫଳ ବିକଶିତ ଭାରତର ସ୍ବପ୍ନକୁ ନୂଆ ଗତି ଦେବ’ । ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ଦେଶର ବିକାଶ ଇଂଜିନରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ । ଓଡ଼ିଶା ହେବ ଦେଶର ବିକଶିତ ଇଂଜିନ । ପ୍ରଧାନମନ୍ତ୍ରୀ ଦେଶର ବିକାଶରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ