Masthead

ଆସନ୍ତାକାଲି ବିଜେପି ବିଧାୟକ ଦଳର ବୈଠକ

କିଏ ହେବ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଚର୍ଚା ଆଲୋଚନା ଜାରି ରହିଛି । କିନ୍ତୁ ଏହାରି ଭିତରେ ଆସନ୍ତାକାଲି ବିଜେପିର ବିଧାୟକ ଦଳ ବୈଠକ ହେବାର ରହିଛି । ନିର୍ବାଚିତ ବିଧାୟକଙ୍କୁ ନେଇ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ବାଛିବେ ନେତା । କେନ୍ଦ୍ରରୁ ଅନୁମୋଦିତ ହୋଇଥିବା ମୁଖ୍ୟମନ୍ତ୍ରୀ ନାଁ ଉପରେ ବିଧାୟକ ଦଳ ବୈଠକରେ ଚୂଡାନ୍ତ ସହମତି ଦେଇ ମୁଖ୍ୟମନ୍ତ୍ରୀ ବାଛିବେ । ରାଜ୍ୟରେ ବିଜେପି ସଂଖ୍ୟା ଗରିଷ୍ଠତା ହାତେଇଥିବାବେଳେ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଅନେକ ଚେହେରା ଉପରେ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ