Masthead

ଆଜି କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଜୟରୁ ରାହୁଲ ଗାନ୍ଧୀ ମଧ୍ୟ ବହୁତ ଉପକୃତ ହୋଇଛନ୍ତି । ସେପଟେ ଆଜି ବସୁଛି କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ । କିଏ ହେବ ବିରୋଧୀ ଦଳ ନେତା, ଏନେଇ ହୋଇପାରେ ଚର୍ଚ୍ଚା ଆଲୋଚନା ।

ଏହାପରେ ବିରୋଧୀ ଦଳ ନେତାଙ୍କ ନା ଘୋଷଣା କରିପାରେ ଦଳ । ଦୁଇ ଥର ଦଳର ଦୁର୍ବଳ ପ୍ରଦର୍ଶନ ପରେ ଦଳକୁ ପୁନରୁଦ୍ଧାର କରିବାର ଶ୍ରେୟ ପାଇଥିବା ରାହୁଲ ଗାନ୍ଧୀଙ୍କୁ ଏହି ଦାୟିତ୍ୱ ମିଳିପାରେ । ଚଳିତ ଥର ଲୋକସଭା ନିର୍ବାଚନରେ କଂଗ୍ରେସକୁ ୯୯ଟି ଆସନ ମିଳିଛି ଏବଂ ରାହୁଲ ଗାନ୍ଧୀ ଉଭୟ ୱାୟନାଡ଼ ଓ ରାଏବରେଲୀରୁ ବହୁତ୍ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ