Masthead

ଶଙ୍ଖ ଛାଡି ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଛାଡି ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ । ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ସାଂସଦ ହେଉଛନ୍ତି ପ୍ରସନ୍ନ ପାଟ୍ଟଶାଣୀ । ବିଜେଡିର ପ୍ରତିଷ୍ଠାତା ସଦସ୍ୟ ଥିଲେ ପ୍ରସନ୍ନ । ଦଳର ଶୋଚନୀୟ ପରାଜୟ ପରେ ଦଳକୁ କଲେ ବାଏ ବାଏ । ଦିଲ୍ଲୀ ଗସ୍ତ ସମୟରେ ସେ ବିଜେପିରେ ସାମିଲ ହୋଇଛନ୍ତି ।

କାନ୍ଧରେ ବିଜେପି ଉତରୀୟ ପକାଇଥିବା ପ୍ରସନ୍ନ ପାଟ୍ଟଶାଣୀଙ୍କ ଫଟୋ ସାମ୍ନାକୁ ଆସିଛି । ଦିଲ୍ଲୀରେ ଥିବା ନବ ନିର୍ବାଚିତ ସାଂସଦ ଓ ବରିଷ୍ଠ ବିଜେପି ନେତାଙ୍କ ସହ ଥିବା ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି । ୨୦୨୪ ଓ ୨୦୧୯ରେ ବିଜେଡି ଟିକେଟ ଆଶାୟୀ ଥିଲେ ପ୍ରସନ୍ନ ପାଟ୍ଟଶାଣୀ । କିନ୍ତୁ ବିଜେଡି ତାଙ୍କ ଉପରେ ଭରଷା କରିନଥିଲା । ବିଜେପି ରାଜ୍ୟରେ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ