Masthead

କିଏ ସମ୍ଭାଳିବ ଓଡ଼ିଶାର ଶାସନ ଭାର?.. ଦିଲ୍ଲୀ ଗଲେ ସୁରେଶ ପୂଜାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋରଦାର, ହେଲେ ମୁଖ୍ୟମନ୍ତ୍ରୀ ନାଁକୁ ନେଇ ଏବେ ବି ସସପେନ୍ସ । ବିଜେପି ମୁଖ୍ୟମନ୍ତ୍ରୀ ରେସ୍‌ରେ ଆଗରେ କିଏ ? କାହା ଉପରେ ଭରସା କରିବ କେନ୍ଦ୍ର ବିଜେପି ? କିଏ ସମ୍ଭାଳିବ ଓଡ଼ିଶାର ଶାସନ ଭାର? ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ କିନ୍ତୁ ସସ୍‌ପେନ୍ସ । ତେବେ ଏହାରି ଭିତରେ ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା ହୋଇଛି ।

ଗତକାଲି ସଂଧ୍ୟାରେ ବ୍ରଜରାଜନଗର ନବ ନିର୍ବାଚିତ ବିଧାୟକ ସୁରେଶ ପୂଜାରୀ ଦିଲ୍ଲୀ ଯାଇଥିବା ସୂଚନା ମିଳିଛି । ଦିଲ୍ଲୀରେ ସେ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିପାରନ୍ତି । ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ । ସକାଳେ ବିଧାୟକ ଦଳ ବୈଠକ ବସିବ । ହେଲେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ସ୍ପଷ୍ଟ ହୋଇନାହିଁ । ତେବେ ମୁଖ୍ୟମନ୍ତ୍ରୀ ରେସରେ ସୁରେଶ ପୂଜାରୀଙ୍କ ନାଁ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା