Masthead

ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜନୀତିରୁ ଅବସର ନେଲେ ବିଜେଡି ନେତା ତଥା ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି । ଗତକାଲି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଉଭୟ ଲୋକସଭା ଓ ରାଜ୍ୟସଭାରେ ତାଙ୍କୁ ସୁଯୋଗ ଦେଇଥିବାରୁ କୃତଜ୍ଞତା ଜଣାଇଲେ । ତେବେ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେବା ପରେ ସେ ସମାଜସେବାରେ ସକ୍ରିୟ ରହିବେ ବୋଲି କହିଛନ୍ତି ଅଚ୍ୟୁତ ।

୨୦୧୮ ମସିହା ୭ ମାର୍ଚ୍ଚରେ ଅଚ୍ୟୁତ ସାମନ୍ତ ରାଜନୀତିରେ ପ୍ରବେଶ କରିଥିଲେ । ସେ ବିଜୁ ଜନତା ଦଳରେ ଯୋଗଦାନ କରିଥିଲେ । ୨୦୧୮ ୪ ଅପ୍ରେଲରେ ସେ ରାଜ୍ୟସଭା ଯାଇଥିଲେ । ୨୦୧୯ ନିର୍ବାଚନରେ କନ୍ଧମାଳରୁ ବିଜେଡିର ଲୋକସଭା ପ୍ରାର୍ଥୀ ଭାବେ ବିଜେପିର ଖାରବେଳ ସ୍ୱାଇଁଙ୍କୁ ପରାସ୍ତ କରି ଏକ ଲକ୍ଷ ଭୋଟରେ ନିର୍ବାଚନ ଜିତିଥିଲେ । କିନ୍ତୁ ୨୦୨୪ ନିର୍ବାଚନରେ ହାରି ଯାଇଥିଲେ । ଆଉ ଏବେ ରାଜନୀତିରୁ ସନ୍ୟାସ ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ