Masthead

୧୦ ବଦଳରେ ୧୨ ତାରିଖରେ ଶପଥପାଠ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ୧୨ ତାରିଖରେ ଶପଥ ନେବେ ମୁଖ୍ୟମନ୍ତ୍ରୀା ୧୦ ନୁହେଁ ୧୨ ତାରିଖରେ ନେବେ ଶପଥ । ବିଜେପି ଦଳୀୟ ସୂତ୍ରରୁ ସୂଚନା । ସେପଟେ କିଏ ହେବେ ମୁଖ୍ୟମନ୍ତ୍ରୀ ଲାଗି ରହିଛି ସସପେନ୍ସ । ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଧାୟକଙ୍କ ଶପଥ ଗ୍ରହଣ ପାଇଁ ଜୁନ୍ ୧୦ ତାରିଖ ଧାର୍ଯ୍ୟ ହୋଇଥିବାବେଳେ ଏବେ ଏଥିରେ ପରିତବର୍ତ୍ତନ ହୋଇଥିବା ସୂଚନା ମିଳୁଛି ।

୧୦ ନୁହେଁ ବରଂ ୧୨ରେ ହେବ ଶପଥ ଗ୍ରହଣ ହେବ ବୋଲି ଶୁଣିବାକୁ ମିଳୁଛି । ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ଉତ୍ସବର ପ୍ରସ୍ତୁତି ବୈଠକ ଚାଲିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ଏଯାଏଁ ମିଳିପାରିନାହିଁ । ଯାହା ରାଜ୍ୟବାସୀଙ୍କ ପାଇଁ ସବୁଠୁ ବଡ ସସପେନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼