Masthead

ବାଲେଶ୍ୱର ମେଡିକାଲରୁ ଶିଶୁ ଚୋରି

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ଶିଶୁପୁତ୍ର ଚୋରି ହୋଇଥିବା ଅଭିଯୋଗ ହୋଇଛି । ଏନେଇ ଶିଶୁପୁତ୍ର ପରିବାରଲୋକେ ମେଡିକାଲ ଫାଣ୍ଡିରେ ଅଭିଯୋଗ କରିଛନ୍ତି । ସୂଚନା ଅନୁସାରେ ବାଲିଆପାଳ କୁଲାହା ଚଡ ଗାଁର ଅନିତା ଦଣ୍ଡପାଟ ଗତ କାଲି ବାଲେଶ୍ୱର ହସ୍ପିଟାଲରେ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ । ଆଜି ଶିଶୁପୁତ୍ର ପୋଲିଓ ବୁନ୍ଦା ଦେବା କହି ଜଣେ ମହିଳା ଅନିତାଙ୍କ ଠାରୁ ଶିଶୁଟିକୁ ନେଇଯାଇଥିବା ଅଭିଯୋଗ ହୋଇଛି । ଅଭିଯୋଗକୁ ଆଧାର କରି ହସ୍ପିଟାଲର ସମସ୍ତ ସିସିଟିଭି କ୍ୟାମେରା ଫୁଟେଜ୍କୁ ନେଇ ତଦନ୍ତ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା