Masthead

ଗୋରୁ ବୋଝେଇ କଣ୍ଟେନର ଜବଦ

ଭୋଗରାଇ(ବଡ଼ ଖବର ବ୍ୟୁରୋ): ଓଡିଶାରୁ ପଶ୍ଚିମବଙ୍ଗକୁ ଗୋଚାଲାଣ ବେଳେ ଭୋଗରାଇ ଥାନା ଦେଉଳା ନିକଟରୁ ଜବତ ହେଲା କଣ୍ଟେନର ଭର୍ତ୍ତି ୩୦ରୁ ଅଧିକ ଗୋରୁ । ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗକୁ କଣ୍ଟେନର ମାଧ୍ୟମରେ ୩୦ରୁ ଉର୍ଦ୍ଧ ଗୋଚାଲାଣ ହେଉଥିବା ବେଳେ ଦେଉଳା ଠାରେ ଭାରସାମ୍ୟ ହରାଇ ରାସ୍ତା କଡରେ ପଶିଯାଇଥିଲା । କଣ୍ଟେନରକୁ ଦେଖି ସ୍ଥାନୀୟ ଲୋକେ ପହଁଚିଲା ପରେ ଗୋରୁ ଚାଲାଣ ହେଉଥିବା ଦେଖିବାକୁ ପାଇଥିଲେ । ଖବର ପାଇ ଭୋଗରାଇ ପୋଲିସ ଗୋରୁ ବୋଝେଇ ଗାଡିକୁ ଜବଦ କରିବା ସହିତ ୩୦ ରୁ ଉର୍ଦ୍ଧ୍ବ ଗୋରୁକୁ ଉଦ୍ଧାର କରିଛି । ପଶ୍ଚିମବଙ୍ଗକୁ ବାରମ୍ବାର ଏଭଳି ଗୋଚାଲାଣ କିପରି ହେଉଛି ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ! 🔴 ପୁଣି ବଢ଼ିବ ବର୍ଷା ପରିମାଣ! 🔴 କେବେ ବାହାରିବେ ଦାରା ସିଂ,ରାଗିଗଲେ ସୁୁପ୍ରିମକୋର୍ଟ 🔴 ଓଡ଼ିଶା ପାଇଁ ବଡ଼ ରେଲୱେ ଭେଟି ଦେଲେ କେନ୍ଦ୍ର ସରକାର 🔴 ଲୋୟର ପିଏମଜିରେ ଅନଲାଇନ ଗାଡ଼ି ଚାଳକ-ପୋଲିସ ମୁହାଁମୁହିଁ 🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ 🔴 ଭୟାବହ ଅଗ୍ନିକାଣ୍ଡ, ୯ ମୃତ 🔴 ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ 🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ! 🔴 ପୁଣି ବଢ଼ିବ ବର୍ଷା ପରିମାଣ! 🔴 କେବେ ବାହାରିବେ ଦାରା ସିଂ,ରାଗିଗଲେ ସୁୁପ୍ରିମକୋର୍ଟ 🔴 ଓଡ଼ିଶା ପାଇଁ ବଡ଼ ରେଲୱେ ଭେଟି ଦେଲେ କେନ୍ଦ୍ର ସରକାର 🔴 ଲୋୟର ପିଏମଜିରେ ଅନଲାଇନ ଗାଡ଼ି ଚାଳକ-ପୋଲିସ ମୁହାଁମୁହିଁ 🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ 🔴 ଭୟାବହ ଅଗ୍ନିକାଣ୍ଡ, ୯ ମୃତ 🔴 ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ 🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍