Masthead

ଭୁବନେଶ୍ୱରରେ ମୋଦି କରିବେ ରୋଡ୍ ସୋ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଜୟଦେବ ବିହାରରୁ ଜନତା ମଇଦାନ ଯାଏଁ କରିବେ ରୋଡ୍ ସୋ’ କରିବେ ମୋଦି । ଆସନ୍ତା ୧୨ ତାରିଖ ଅପରାହ୍ନରେ ଜନତା ମଇଦାନ ପର୍ୟ୍ୟନ୍ତ ରୋଡ୍ ସୋ କରିବେ ବୋଲି ସୂଚନା ମିଳିଛି । ଏହାସହ ଜନତା ମଇଦାନରେ ନରେନ୍ଦ୍ର ମୋଦି ପ୍ରେସମିଟ୍ ମଧ୍ୟ କରିବେ । ତେବେ ଆସନ୍ତା ୧୨ ତାରିଖରେ ଓଡିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଏଥିପାଇଁ ବିଜେପିର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅମିତ ଶାହା, ଜେପି ନଡ୍ଡା, ଯୋଗୀ ଆଦିତ୍ୟନାଥ, ହିମନ୍ତ ବିଶ୍ୱଶର୍ମାଙ୍କ ଭଳି ନେତା ଓଡିଶା ଆସିବେ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ