Masthead

‘ଘୋଷଣାକୁ ଅପେକ୍ଷା କରନ୍ତୁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ କିଏ ହେବ ମୁଖ୍ୟମନ୍ତ୍ରୀ ଲାଗି ରହିଛି ସସପେନ୍ସ । ସସପେନ୍ସ କ୍ଲିୟର କରିବା ପାଇଁ ଦୁଇ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି ବିଜେପି ସଂସଦୀୟ ବୋର୍ଡ। କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବେ ତାରି ଉପରେ ସମସ୍ତଙ୍କ ନଜର । ଏହାରି ଭିତରେ ଯେତେବେଳ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ଦାୟିତ୍ୱ ନେଇସାରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଚୟନ କରିବାକୁ ନୂଆ ପର୍ଯ୍ୟବେକ୍ଷକ ଦଳ ମଧ୍ୟ ନିଯୁକ୍ତ କରାଯାଇଛି ।

କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପିନ୍ଦର ଯାଦବଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ସେପଟେ ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି ମୁଖ୍ୟମନ୍ତ୍ରୀ କିଏ ହେବେ, ଘୋଷଣାକୁ ଅପେକ୍ଷା କରନ୍ତୁ । ଦଳୀୟ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ, ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ । ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୂପେନ୍ଦ୍ର ଯାଦବ ଆସିବେ । ବିଧାୟକ ଦଳ ବୈଠକରେ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା