Masthead

ମଣିପୁର ମୁଖ୍ୟମନ୍ତ୍ରୀଙ୍କ କନଭୟ ଉପରକୁ ଆକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ କନଭୟ ଉପରକୁ ଆକ୍ରମଣ ହୋଇଛି । ଆଜି କିଛି ଆକ୍ରମଣକାରୀ ତାଙ୍କ କନଭୟ ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଆକ୍ରମଣରେ ଦୁଇ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ଜଣା ପଡିଛି ।

ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ବିରେନ ସିଂହ ଆଜି ମଣିପୁରର ହିଂସା ପ୍ରଭାବିତ ଜିରିବାମ ଜିଲ୍ଲା ପରିଦର୍ଶନ କରିବାର କାର୍ୟ୍ୟକ୍ରମ ଥିଲା । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସୁରକ୍ଷାକର୍ମୀଙ୍କ ଏକ ଟିମକୁ ସେଠାକୁ ପଠାଯାଇଥିଲା । ସୁରକ୍ଷା କନଭୟ ଯେତେବେଳେ କୋଟଲେନରେ ପହଞ୍ଚିଥିଲା, ସେଠାରେ କିଛି ସଶସ୍ତ୍ର ବାହିନୀ କନଭୟ ଉପରକୁ ଆଖିବୁଜା ଗଳି ମାଡ଼ କରିଥିଲେ। ଏଥିରେ ଦୁଇ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼