Masthead

ପାନୀୟଜଳ ସମସ୍ୟାର ସମାଧାନ ପାଇଁ ଦାବି

ଘଷିପୁରା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ କେଶଦୁରାପାଳ ପଞ୍ଚାୟତରେ ଦୀର୍ଘ ଦିନ ଧରି ଅନେକ ପରିବାର ପାନୀୟଜଳ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାର ତୁରନ୍ତ ସମାଧାନ ପାଇଁ ବିଜେପି ବିଧାୟକ ପ୍ରାର୍ଥୀ ଡ଼.ଶମ୍ବୁନାଥ ରାଉତଙ୍କ ଦୃଷ୍ଟି ଆକର୍ଷଣ କରି ସମସ୍ତ ପରିବାରର ମହିଳାମାନେ ଏକତ୍ରିତ ହୋଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବା ପାଇଁ ନିବେଦନ କରିଛନ୍ତି ।

ସର୍ବନିମ୍ନ ପୋଡି ଯାଇଥିବା ପାଣି ମୋଟର ତୁରନ୍ତ ରିପ୍ୟାରିଂ କରିବା ପାଇଁ ଦାବି କରିବା ସହ ଏକ ନୂତନ ବୋରିଂର ବ୍ୟବସ୍ଥା କଲେ ସମସ୍ୟାର ସମାଧାନ ହୋଇ ପାରିବ ବୋଲି ଆଶା ପ୍ରକଟ କରିଛନ୍ତି ।ଏହି ଘାଟଣାକୁ ତତ୍ତକ୍ଷଣାତ୍ ଆରଡବ୍ଲୁ୍ୟଏସଏସର ନିର୍ବାହୀ ଯନ୍ତ୍ରୀଙ୍କ ସହ ଡ଼ ରାଉତ ଆଲୋଚନା କରି ଦୁଇଦିନ ମଧ୍ୟରେ ପାନୀୟ ଜଳ ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି