Masthead

ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଥର ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ଆସନ୍ତା ଜୁନ୍ ୧୩ ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ରାଜ୍ୟରେ ବିଜେପି ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି ସରକାର ।

କରୋନା କାଳରୁ ସାମ୍ବାଦିକଙ୍କ ଲୋକସେବା ଭବନରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା । ୨୦୨୦ ମାର୍ଚ୍ଚ ମାସରୁ ଏଭଳି ସ୍ଥିତି ଜାରି ରହିଥିଲା । ଯାହାକୁ ନେଇ ଅନେକ ସମୟରେ ବିଜେପି ପ୍ରତିବାଦ କରିବା ସହ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯାଉ ବୋଲି ଦାବି ରଖିଥିଲା । କିନ୍ତୁ ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା