Masthead

ଜୟନାରାୟଣ ମିଶ୍ରଙ୍କ ବଡ଼ ବୟାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ଦଳ ବୈଠକ ପୂର୍ବରୁ ଜୟ ନାରାୟଣଙ୍କ ବଡ ବୟାନ । ଆଉ ଏକ ଉପନିର୍ବାଚନ ହେଉ ବୋଲି ଆପଣ ଚାହୁଁଛନ୍ତି କି ପ୍ରଶ୍ନର ଉତ୍ତର ରଖି କହିଲେ, ଆମେ ଆଉ ଏକ ଉପନିର୍ବାଚନ ଚାହୁଁ ନାହୁଁ । ନିର୍ବାଚିତ ଜନ ପ୍ରତିନିଧିଙ୍କ ମଧ୍ୟରୁ ଜଣେ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଆମେ ଚାହୁଁଛୁ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନେ ସବୁ ବିଧାୟକମାନଙ୍କୁ ନେଇ ବୈଠକ କରିବେ । କାହା ନାଁ ଚର୍ଚ୍ଚା ନାହିଁ, ବିଧାୟକ ଦଳ ବୈଠକରେ ନିଷ୍ପତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ