Masthead

ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ବିଜେପିର ନିମନ୍ତ୍ରଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ବିଜେପିର ନିମନ୍ତ୍ରଣ । ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଲେ ବିଜେପିର ୫ ବରିଷ୍ଠ ନେତା । ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିବାସରେ ପହଞ୍ଚିଥିଲେ । ଆସନ୍ତାକାଲି ବିଜେପିର ଶପଥ ସମାରୋହ ହେବ । ଭୁବନେଶ୍ୱରର ଜନତା ମୈଦାନରେ ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ତେବେ ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଅନ୍ୟ ଜାତୀୟ ସ୍ତରର ନେତା ବି ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ