Masthead

ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ମାଝୀ । ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଢ଼ିଛି । ବିଜେପି କହିଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହେବେ । ମୋହନ ମାଝୀ କେନ୍ଦୁଝରରୁ ବିଧାୟକ ହୋଇଛନ୍ତି। ରାଜ୍ୟରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ । ସେମାନେ ହେଲେ ପାଟଣାଗଡ଼ ବିଧାୟକ ‌କନକବର୍ଦ୍ଧନ ସିଂହଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା । ବିଜେପି ବିଧାୟକ ଦଳର ବୈଠକରେ ନିଷ୍ପତ୍ତି କ୍ରମେ ଏହି ଗୁରୁତ୍ବପୂର୍ଣ୍ଣ ଘୋଷଣା ହୋଇଛି ବୋଲି ରାଜନାଥ ସିଂ କହିଛନ୍ତି। ଏଥି ସହିତ ଓଡ଼ିଶା ଇତିହାସରେ ଏକ ନୂଆ ପୃଷ୍ଠା ଯୋଡ଼ି ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା