Masthead

ନବୀନଙ୍କୁ ଭେଟିଲେ ମୋହନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୋହନ ମାଝୀ । ବରପୁତ୍ରଙ୍କୁ ମାଲ୍ୟାର୍ପଣ ପରେ ନବୀନ ନିବାସ ପହଞ୍ଚିଲେ ମୋହନ । ନବୀନ ନିବାସରୁ ବାହାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ନବୀନଙ୍କୁ ନିମନ୍ତ୍ରଣ କରିବାକୁ ଯାଇଥିଲି । ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ ଜଣାଇଲି । ନବୀନ ବାବୁ ସମାରୋହକୁ ଆସିବାକୁ ସମ୍ମତି ଜଣାଇଥିବା କହିଛନ୍ତି ମୋହନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ