Masthead

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ । ଜାମିନ ପ୍ରଦାନ କଲେ ହାଇକୋର୍ଟ । ଜାମିନ ଉପରେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ । ପୋଲିଂ ବୁଥ୍‌ରେ ଗଣ୍ଡଗୋଳ ମାମଲାରେ ଗିରଫ ହୋଇଥିଲେ ପ୍ରଶାନ୍ତ । ପରେ ପ୍ରଶାନ୍ତଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ