Masthead

ରାଜ୍ୟରେ ବଡ଼ ଧରଣର ସିବିଆଇ ରେଡ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ସିବିଆଇ ପକ୍ଷରୁ ବଡ଼ ଧରଣର ରେଡ୍‌ କରାଯାଇଛି । ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲ୍ ନେଇ ରେଡ୍‌ କରାଯାଇଥିବା ସୂଚନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୬୭ ସ୍ଥାନରେ ରେଡ୍‌ କରୁଛି ସିବିଆଇ । କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, ବାଲେଶ୍ବର, ଭଦ୍ରକ ଅଞ୍ଚଳରେ ରେଡ୍‌ ।

ରେଡ୍‌ରେ ସିବିଆଇର ୧୨୨ ଅଫିସରଙ୍କ ସହ ୨୦୪ ଅଫିସର ସାମିଲ ଅଛନ୍ତି । ପୋଷ୍ଟାଲ ସର୍ଭିସ ନିର୍ଦ୍ଦେଶକଙ୍କ ପକ୍ଷରୁ ସିବିଆଇରେ ଅଭିଯୋଗ ହୋଇଥିଲା । ପ୍ରାର୍ଥୀଙ୍କ ଭିତରୁ ୬୩ ଜଣ ଜାଲ୍‌ ସାର୍ଟିଫିକେଟ ଦେଇଥିବା ଅଭିଯୋଗ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ