ଇଟାଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବୃଚରୋ): ଇଟାଲୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୫୦ତମ ଏ-୭ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ କରିବେ ଆଲୋଚନା । କାନାଡା, ଫ୍ରାନ୍ସ, ଜର୍ମାନୀ ଏବଂ ୟୁଏସ୍‌ ସହ ମଧ୍ୟ ଦ୍ବିପାକ୍ଷିକ ଆଲୋଚନା କରିବେ । ତୃତୀୟ ପାଳିରେ ଏହା ହେଉଛି ମୋଦିଙ୍କ ପ୍ରଥମ ବିଦେଶଗସ୍ତ । ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମଥର ପାଇଁ ବିଦେଶ ଗସ୍ତରେ ଯାଇଛନ୍ତି ମୋଦି ।

ଇଟାଲିରେ ଆୟୋଜିତ ଜି-୭ ସମ୍ମିଳନୀରେ ଯୋଗ ଦେବେ । ଏହି ସମ୍ମିଳନୀରେ ଆମେରିକା, ଫ୍ରାନ୍ସ, ଜାପାନ, କାନାଡା ଓ ୟୁକ୍ରେନ ଦେଶର ରାଷ୍ଟ୍ରମୁଖ୍ୟ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଇଟାଲୀରେ ୫୦ତମ ଜି ସେଭନେ ସମ୍ମିଳନୀ ଆୟୋଜିତ ହେବ । ଭାରତ ସହ ଗ୍ଲୋବାଲ ସାଉଥର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ବିଶ୍ୱର ବଡ ନେତାଙ୍କ ସହ ଯୋଡି ହେବାକୁ ଏହା ମୌକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’