Masthead

ହାତୀବେନା ଗ୍ରାମରେ ହାତୀବେନା ଗ୍ରାମରେ ଗୋଷ୍ଠୀ ସଂଘର୍ଷ, ୪ ଗୁରୁତର

ରାଇଘର (ବଡ଼ ଖବର ବ୍ୟୁରୋ):  ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ହାତୀବେନା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ୪ ଜଣ ଗୁରୁତର । ସରକାରୀ ଜାଗାକୁ ନେଇ ଗୋଷ୍ଠୀ ସଂଘର୍ଷ। ଗୋଟିଏ ଗୋଷ୍ଠୀ ଦୀର୍ଘ ଏକ ବର୍ଷ ଧରି ସାମାଜିକ ବାସନ୍ଦର ଶିକାର ହୋଇଥିବାରୁ ଗ୍ରାମରେ ଲାଗି ରହିଥିଲା ବିବାଦ । ଆଜି ବାସନ୍ଦ ହୋଇଥିବା ପରିବାରର ଜଣେ ସଦସ୍ୟଙ୍କୁ ଆକ୍ରମଣ ପରେ ଗୋଷ୍ଠୀ ସଂଘର୍ଷର ରୂପ ନେଇଥିଲା। ସଂଘର୍ଷରେ ୪ଜଣ ଗୁରୁତର ଆହତ ହୋଇଥିଲେ । ଆହତଙ୍କୁ ପ୍ରଥମେ ରାଇଘର ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା ପରେ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ହାତୀବେନା ଗ୍ରାମରେ ଉତ୍ତେଜନା ଲାଗି ରହିଛି ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ  ଘଟଣା ସ୍ଥଳରେ ଅଛନ୍ତି ପୋଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି